ଭୌଗଳିକ ଦିଗବାରେଣି
From Wikipedia, the free encyclopedia
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।[1]